ଯାଜପୁର ୧୯/୧୧: ଟ୍ରେନ ଛାଡ଼ିଦେବାରୁ ଖସିପଡିଲେ ୨ଜଣ ଯାତ୍ରୀ । ଟ୍ରେନ୍କୁ ଅଟକ ରଖିଛନ୍ତି ସ୍ଥାନୀୟ ଲୋକେ । ଯାଜପୁର ଜିଲ୍ଲା ଦୁଲାଖାପାଟଣା ଷ୍ଟେସନରେ ଅଟକିଛି ଡିଏମୟୁ ଟ୍ରେନ । ତେବେ ଗାର୍ଡଙ୍କୁ ଅଟକ ରଖିଛନ୍ତି ଯାତ୍ରୀ । ଦୁଇ ଜଣଙ୍କୁ ନିକଟସ୍ଥ କୋରାଇ ମେଡିକାଲକୁ ପଠାଯାଇଥିବା ସୂଚନା । ସେଥିମଧ୍ୟରୁ ଜଣେ ଯାତ୍ରୀ ହେଉଛନ୍ତି ସେହି ଅଞ୍ଚଳ ଦୁଲାଖା ପାଟଣାର ବଟକୃଷ୍ ସେଠୀ ବୟସ ୩୬ ବୋଲି ଜଣା ପଡିଛି ।f
ଅସାବଧାନତା କାରଣରୁ ଖସିପଡିଲେ ୨ ଯାତ୍ରୀ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ