ଭୁବନେଶ୍ୱର ୧୪।୦୬ : ଆଜି ପହିଲି ରଜ । ଗାଁଠୁ ସହର ଯାଏଁ ଚାରିଆଡେ ମାହୋଲ ଉତ୍ସବମୁଖର । ତେବେ ପହିଲି ରଜ ଅବସରରେ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ଓଡ଼ିଆ ସଂସ୍କୃତି ଓ ପରମ୍ପରାର ପ୍ରତୀକ ଏହି ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ। ଏହି ଅବସରରେ ସମସ୍ତଙ୍କ ସୁଖ ଓ ମଙ୍ଗଳମୟ ଜୀବନ କାମନା କରୁଛି।
ଆଜି ପହିଲି ରଜ, ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ