ଭୁବନେଶ୍ୱର ୧୯। ୧୧ : ଇଡିରେ ହାଜର ହେବେ ଅକ୍ଷୟ ପରିଜା । ବରିଷ୍ଠ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ଅକ୍ଷୟ ପରିଜା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ହାଜର ହେବେ । ପୂର୍ବରୁ ଅକ୍ଷୟଙ୍କୁ ହାଜର ହେବା ପାଇଁ ନୋଟିସ ଜାରି କରିଛି ଇଡି । ସୂଚନାଯୋଗ୍ୟ ଯେ, କାଷ୍ଟିଂ କାଉଚ ମାମଲାରେ ଛନ୍ଦି ହେବା ପରେ ଅର୍ଚ୍ଚନା ନାଁରେ ନୂଆପଲ୍ଲୀ ଥାନାରେ ଏତଲା ଦେଇଥିଲେ ଅକ୍ଷୟ। ସେପଟେ ବ୍ଲାକ ମେଲ୍ କୁଇନ୍ ଅର୍ଚ୍ଚନା ନାଗ ମାମଲାରେ ଖଗେଶ୍ୱର ପାତ୍ରଙ୍କୁ ଗିରଫ କରାଯାଇଛି । ତାଙ୍କର ରିମାଣ୍ଡ ଆସନ୍ତା ୨୧ ତାରିଖରେ ସରିବ । ଏହାପରେ ଇଡି ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ଜେଲରେ ଜେରା କରିବ ବୋଲି ଜଣାପଡିଛି । ଏଥିପାଇଁ କୋର୍ଟର ଅନୁମତି ପାଇଁ ପ୍ରସ୍ତୁତ ହୋଇଛି ଇଡି।
ଇଡିରେ ହାଜର ହେବେ ଅକ୍ଷୟ ପରିଜା

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ