ଭୁବନେଶ୍ୱର ୧୫/୦୭: କୋଲକାତା ଢାଞ୍ଚାରେ ଓଡ଼ିଶାରେ ହେବ ସାଇନ୍ସ ସିଟ । ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ସାଇନ୍ସ ସିଟି । କୋଲକାତାରେ ଥିବା ସାଇନ୍ସ ସିଟି ଭଳି ଏହା ପ୍ରତିଷ୍ଠା କରାଯିବ । ଏଥିପାଇଁ ରାଜ୍ୟ ସରକାର ୩୦ଏକର ଜମି ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଅନୁମୋଦନ ଦେଇଛନ୍ତି । ସେଇଭଳି ପୁରୀ ଠାରେ ଜିଲ୍ଲା ବିଜ୍ଞାନ ଓ ପ୍ଲାନିଟୋରିୟମ କେନ୍ଦ୍ର ପ୍ରତିଷ୍ଠା ହେବ । ସେଠାରେ ଜଗନ୍ନାଥ ସଂସ୍କୃତିର ସମସ୍ତ ତଥ୍ୟ ସ୍ଥାନ ପାଇବ । ସାତକୋଶିଆ ଅଂଚଳରେ ଜାତୀୟ ସ୍ତରର ଆଞ୍ଚଳିକ ସାତକୋଶିଆ ବାୟୋ ସ୍ପିୟାର ମ୍ୟୁଜିୟମ ହେବ ବୋଲି ବିଜ୍ଞାନ ଓ କାରିଗରୀ ମନ୍ତୀ ଅଶୋକ ପଣ୍ଡା ବିଧାନସଭାରେ ଉତ୍ତର ରଖି କହିଛନ୍ତି ।
କୋଲକାତା ଢାଞ୍ଚାରେ ରାଜଧାନୀରେ ହେବ ସାଇନ୍ସ ସିଟି, ରାଜ୍ୟ ସରକାର ଦେଲେ ୩୦ ଏକର ଜାଗା

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ