କରଞ୍ଜିଆ: ଖସୁଛି ପାରଦ ବଢୁଛି ଶୀତ। ମୟୂରରଭଞ୍ଜ ଜିଲ୍ଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ଶୀତର ଲହରୀ ସାଙ୍ଗକୁ ଆଖପାଖ ଅଞ୍ଚଳରେ ଧଳା କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି । ଶିମିଳିପାଳ ନଅଣା ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ରାମତୀର୍ଥରେ ୧୩ ଡିଗ୍ରୀ ଓ ଉପରବାର୍ହାକାମୁଡ଼ାରେ ୧୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ପ୍ରବଳ ଶୀତରୁ ରକ୍ଷା ପାଇବା ପାଇଁ ଲୋକେ ନିଆଁ ପୁଉଁଥିବା ଦେଖିବାକୁ ମିଳିଛି ।
ଖସୁଛି ପାରଦ ବଢୁଛି ଶୀତ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ