ରାଉରକେଲା ୦୭।୧୧: ଜିନ୍ଦଲ ମ୍ୟାନେଜରଙ୍କୁ ହତ୍ୟା । ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ବରସୁଆଁ ନିକଟରେ ଘଟିଛି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଜିନ୍ଦଲ ଗେଷ୍ଟ ହାଉସ୍ରେ ସେ ଏକୁଟିଆ ରହୁଥିଲେ । ଜିନ୍ଦଲ ଲଜିଷ୍ଟିକ୍ ମ୍ୟାନ୍ଜେର ମୋତି ରାମ୍ପାଲଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିରହିଥିଲା । ଏହାପରେ ତୁରନ୍ତ କମ୍ପାନୀ କର୍ତ୍ତୃପକ୍ଷ ଓ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଛାନ୍ଭିନ୍ ଜାରି ରଖିଛି । ତେବେ କେହି ହତ୍ୟା କରି ଫେରାର ହୋଇଯାଇଥିବା ପୋଲିସ ସନ୍ଦେହ କରୁଛି ।
ଜିନ୍ଦଲ ମ୍ୟାନେଜରଙ୍କୁ ହତ୍ୟା

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ