Headlines Odisha Tv

An Odia News Portal

ଦେଶରେ ବଢୁଛି ସଂକ୍ରମଣ

ନୂଆଦିଲ୍ଲୀ ୦୪/୦୫: ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୨୦୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୮୮ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

You may have missed

1 min read
1 min read