Headlines Odisha Tv

An Odia News Portal

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୧୫୦ କରୋନା ପଜିଟିଭ୍

ନୂଆଦିଲ୍ଲୀ ୦୯/୦୪: କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୧୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସେହିପରି ୮୩ ଜଣଙ୍କ ମୃତ୍ୟୁ ଘଟିଛି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

You may have missed

1 min read
1 min read