କେନ୍ଦୁଝର ୧୧।୭: କେନ୍ଦୁଝରରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ୨୦ଜଣ ସାକ୍ଷୀ ଓ ପ୍ରମାଣକୁ ଭିତ୍ତି କରି ଜଣେ ନାବାଳକ ଅଭିଯୁକ୍ତକୁ ୨୦ବର୍ଷ ଜେଲ୍ ସହ ୫୩ ହଜାର ଟଙ୍କା ଜରିମନା କରାଯାଇଛି । ଜରିମନା ଅନାଦେୟ ଅଧିକ ଏକ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଲେ କେନ୍ଦୁଝର ସ୍ଵତନ୍ତ୍ର ପୋକ୍ସ କୋର୍ଟ । ଉଲ୍ଲେଖଯୋଗ୍ୟ ଯେ, ୨୦୧୭ ମସିହାରେ ଘଟଗାଁ ଥାନା ଡଲଙ୍ଗପଶି ଅଞ୍ଚଳରେ ଘଟିଥିଲା ଦୁଷ୍କର୍ମ ଘଟଣା । ପୂର୍ବରୁ ଏହି ଘଟଣାରେ ଅନ୍ୟ ଦୁଇ ଜଣ ଅଭିଯୁକ୍ତକୁ ଦଣ୍ଡାଦେଶ ହୋଇଥିଲା ।
ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲା : ନାବାଳକ ଅଭିଯୁକ୍ତକୁ ୨୦ବର୍ଷ ଜେଲ୍ ସହ ୫୩ ହଜାର ଟଙ୍କା ଜରିମନା

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ