ଟୋକିଓ, ଅଗଷ୍ଟ ୧ ଅଲିମ୍ପିକ୍ସରେ ପଦକ ଜିତିଲେ ଷ୍ଟାର୍ ଶଟଲର୍ ପିଭି ସିନ୍ଧୁ। ସେମି ଫାଇନାଲରେ ହାରିବା ପରେ ସିନ୍ଧୁ ବ୍ରୋଞ୍ଚ ପଦକ ପାଇଁ ଆଶାୟୀ ଥିଲେ ।ଆଜି ପ୍ରତିପକ୍ଷ ଚୀନ୍ର ବିଙ୍ଗଜିୟାଓଙ୍କୁ ହରାଇ ବ୍ରୋଞ୍ଜ ପଦକ ହାତେଇଛନ୍ତି ପିଭି ସିନ୍ଧୁ । ଫାଇନାଲରୁ ବଞ୍ଚିତ ହୋଇଥିବା ଭାରତୀୟ ଶଟଲର୍ ପିଭି ସିନ୍ଧୁ ମହିଳା ବ୍ୟାଡମିଣ୍ଟନ ସିଙ୍ଗଲ୍ସ ଇଭେଲ୍ଟରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ଏଥିସହ ଚଳିତ ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୨ରେ ପହଞ୍ଚିଛି । ରବିବାର ଖେଳାଯାଇଥିବା ବ୍ରୋଞ୍ଜ ପଦକ ମୁକାବିଲାରେ ସିନ୍ଧୁ ଚାଇନାର ହି ବିଙ୍ଗ୍ ଜିଆଓଙ୍କୁ ସିଧାସଳଖ ୨୧-୧୩, ୨୧-୧୫ ଗେମରେ ହରାଇ ଏହି ସଫଳତା ଅର୍ଜନ କରିଛନ୍ତି ।
More Stories
ଲଗାଣ ବର୍ଷାରେ ଭାଙ୍ଗିଲା ୧୫ରୁ ଅଧିକ ଘର,କ୍ଷତିଗ୍ରସ୍ତ ପରିବାରଙ୍କୁ ରନ୍ଧାଖାଦ୍ୟ ବଣ୍ଟନ
ବହୁ ଚର୍ଚ୍ଚିତ ନଦୀରୁ ଇନ୍ଦୁପୁର ନଦୀ ପୋଲ୍ହ ରୁ ପେଲି ମାରିଦେବା ଘଟଣାରେ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ନିକିରାଇ ପୋଲିସ l