ଭୁବନେଶ୍ୱର ,ନଭେମ୍ବର 25 : ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସମ୍ଭାବନା ସୃଷ୍ଟି ହୋଇଛି । ୨୯ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ବାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୁଚନା ମିଳିଛି ।ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ –ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ନେଇ ଅନୁମାନ କରାଯାଉଛି । ଏନେଇ ଚେନ୍ନାଇ ଆଚଂଳିକ ପାଣିପାଗ ବିଭାଗ ପକ୍ଷରୁ ସୁଚନା ମିଳିଛି । ତେବେ ଏହି ଲଘୁଚାପ ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ସହ ଘଡ଼ିଘଡ଼ି ହେବାର ସମ୍ଭାବନା ରହିଛି ।
ପୁଣି ଏକ ଲଘୁଚାପ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ