ପୁରୀ ୨୨/୧୦: ପୁରୀ ଗସ୍ତରେ ୫-T ସଚିବ । ୫-T ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ୍ ଓ ତାଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ୍ । ଆଜି ସକାଳୁ ଉଭୟେ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ରତ୍ନ ସିଂହାସନସ୍ଥ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିଛନ୍ତି । ଏଥିସହ ମା ବିମଳା ଓ ମହାଲକ୍ଷ୍ମୀଙ୍କ ଦର୍ଶନ କରିବା ସହ ବେଢ଼ା ପରିକ୍ରମା କରିଛନ୍ତି । ଦର୍ଶନ ସାରିବି ପରେ ୫-T ସଚିବ ଦମ୍ପତ୍ତି ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି ।
ପୁରୀରେ ୫-T ସଚିବ, ଶ୍ରୀଜିଉଙ୍କୁ ଦର୍ଶନ କଲେ ପାଣ୍ଡିଆନ୍ ଦମ୍ପତ୍ତି

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ