କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା(ମାଟ୍ରିକ୍) ଓ ମଧ୍ୟମା(ସଂସ୍କୃତ ଟୋଲ)ର ପ୍ରଥମ ସମ୍ମେଟିଭ୍ ଆସେସ୍ମେଣ୍ଟ(ଏସ୍ଏ-୧) ଫଳାଫଳ ପ୍ରକାଶ ପାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ/ମୁଖ୍ୟମାନେ ପରୀକ୍ଷାର୍ଥୀଙ୍କ ଟାବୁଲେସନ ରେଜିଷ୍ଟର(ଟିଆର୍) ନିଜ ସ୍କୁଲ୍ କୋଡ୍ ଓ ପାସ୍ୱାର୍ଡ ବ୍ୟବହାର କରି ଡାଉନ୍ଲୋଡ୍ କରିପାରିବେ। ପରୀକ୍ଷା ନମ୍ବରକୁ ନେଇ ଅସନ୍ତୋଷ ବ୍ୟକ୍ତ କରୁଥିବା ପରୀକ୍ଷାର୍ଥୀ ଉଭୟ ଅବ୍ଜେକ୍ଟିଭ୍ ଓ ସବ୍ଜେକ୍ଟିଭ୍ ପାଇଁ ଚଳିତମାସ ୨୦ରୁ ୩୦ତାରିଖ ପର୍ଯ୍ୟନ୍ତ ଅନ୍ଲାଇନ୍ରେ ରିଚେକିଂ ପାଇଁ ଆବେଦନ କରିପାରିବେ। ଫଳାଫଳ ବୋର୍ଡ ୱେବ୍ସାଇଟ୍ www.bseodisha.ac.in ରେ ଉପଲବ୍ଧ ହେଉଛି।
ପ୍ରକାଶ ପାଇଲା ମାଟ୍ରିକ୍, ମଧ୍ୟମା ଏସ୍ଏ-୧ ପରୀକ୍ଷାଫଳ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ