ଭଦ୍ରକ : ଓଲଟିଲା ଯାତ୍ରୀବାହୀ ବସ। ଭଦ୍ରକରୁ ମଞ୍ଜୁରୀରୋଡ ଆସୁଥିବା ବେଳେ ଭଣ୍ଡାରିପୋଖରୀ ବ୍ଲକ କୁଲଣା ଠାରେ ଓଲଟିଲା ଯାତ୍ରୀବାହୀ ବସ(ଅମ୍ରିତି) । ୧୫ରୁ ଅଧିକ ଜଣ ଆହତ । ସମସ୍ତ ଗୁରୁତର ମେଡିକାଲରେ ଭର୍ତ୍ତି । ସୂଚନା ଅନୁଯାୟୀ ଭଦ୍ରକ କୁଲଣା ନିକଟରେ ଘଟିଛି ଏହି ସଡ଼କ ଦୁର୍ଘଟଣା । ଅମ୍ରିତ ନାମକ ଯାତ୍ରୀବାହି ବସ ପ୍ରାୟ ୩୫ ଜଣ ଯାତ୍ରୀଙ୍କୁ ନେଇ ମଞ୍ଜୁରୀରୋଡ଼ ଅଭିମୁଖେ ଯାଉଥିଲା । ହେଲେ କୁଲଣା ଛକ ନିକଟ ରେ ବସର ପତି ଭାଙ୍ଗିବା ସହ ଷ୍ଟିୟରିଂ ଫେଲ ହୋଇଥିଲା । ପରେ ଚକ ବାହାରି ଯାଇଥିବାରୁ ବସଟି ନିୟନ୍ତ୍ରଣ ହରାଇ ଦୁର୍ଘଟଣା ଘଟିଥିଲା ।
ବିଳମ୍ବିତ ରାତିରେ ଓଲଟିଲା ଯାତ୍ରୀବାହୀ ବସ, ୧୫ରୁ ଅଧିକ ଆହତ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ