କଣ୍ଟାମଲ : ବୌଦ୍ଧ ବହିରା ଛକ ଠାରେ ସ୍କର୍ପିଓ ଓ ସିରିଜ୍ ଦୁର୍ଘଟଣା । ସ୍କର୍ପିଓ ଟି ବଲାଙ୍ଗୀରରୁ ଭୁବନେଶ୍ୱର ଯାଉଥିବା ବେଳେ ଦୁର୍ଘଟଣା । ଘଟଣା ସ୍ଥଳରେ ୨ ମୃତ ୩ ଗୁରୁତର । ୫ ବାଇକ୍ କୁ ପିଟି ହୋଟେଲ ଭିତରକୁ ପଶିଗଲା ଗାଡ଼ି । ବାଇକ୍ ଆରୋହୀ ଆଇଁଲାପଳି PEO ଗୋବିନ୍ଦ ସାହୁ ମୃତ । ଅନ୍ଯ ଜଣେ ହୋଟେଲରେ ଛିଡା ହୋଇଥିବା ବ୍ଯକ୍ତିଙ୍କର ମୃତ୍ୟୁ ହୋଇଛି । ଘଟଣା ସ୍ଥଳରେ ଟାୟାର ଜାଳି ୫୭ ନଂ NH ଅବରୋଧ କରିଛନ୍ତି।
ବୌଦ୍ଧରେ ଏକାଧିକ ଗାଡିକୁ ପିଟିଲା ସ୍କର୍ପିଓ, ୨ ମୃତ , ୩ ଗୁରୁତର

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ