ଭୁବନେଶ୍ୱର ୨୫/୧୦: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୯୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ