Headlines Odisha Tv

An Odia News Portal

ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍

ଭୁବନେଶ୍ୱର ୨୫/୧୦: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୯୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

You may have missed

1 min read
1 min read