ଭୁବନେଶ୍ୱର ୨୯।୦୧ : ଆମ ରାଜ୍ୟରେ ଓମିକ୍ରନ ସହ ଡେଲ୍ଟା ଭରିଆଣ୍ଟ ରହିଛି । କିଛିଦିନ ତଳେ ହୋଇଥିବା ସାମ୍ପଲ ସର୍ଭେରୁ ଜଣାପଡିଛି ରାଜ୍ୟରେ ଏବେ ବି ୨୫ରୁ ୩୦ ପ୍ରତିଶତ ଡେଲ୍ଟା ରହିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଯେହେତୁ ଡେଲ୍ଟା ଭରିଆଣ୍ଟ ଅଧିକ ଗୁରୁତର କରିଥାଏ, ଆମେ ନିଶ୍ଚିତ ଭାବେ କହିପାରିବା ସ୍ଥିତି ସୁଧୁରୁଥିଲେ ବି ବିପଦ ଟଳିନାହିଁ । ନିଜକୁ ବିପଦମୁକ୍ତ କରି ରଖନ୍ତୁ । ଏହାର ଉପାୟ ହେଉଛି, ଯେଉଁମାନେ ଟୀକା ନେଇନାହାନ୍ତି, ଟୀକା ନିଅନ୍ତୁ । ମାସ୍କ ପିନ୍ଧନ୍ତୁ, ସାମାଜିକ ଦୂରତା ରଖନ୍ତୁ । ଆମେ ଯେଉଁଭଳି ଭାବରେ କାର୍ଯ୍ୟକଳାପ ଜାରି ରଖିଥିଲେ, ସେହିଭଳି ଜାରି ରଖିବା ବୋଲି କହିଛନ୍ତି ।
ରାଜ୍ୟରେ ଏବେ ବି ୨୫ରୁ ୩୦ % ଡେଲ୍ଟା ଭାରିଆଣ୍ଟ ସକ୍ରିୟ-ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ