ଭୁବନେଶ୍ୱର : ରାଜ୍ୟରେ କମୁଛି ଶୀତ । ବଢୁଛି ରାତିର ତାପମାତ୍ରା । ଟ୍ଵିନ୍ସିଟିରେ ଘନ କୁହୁଡ଼ିର ଆସ୍ତରଣ। ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସହର ସମେତ ଭୁବନେଶ୍ୱର ଓ କଟକରେ ଘନ କୁହୁଡ଼ି ଦେଖାଯାଇଥିଲା। ଫଳରେ ୫୦ ମିଟର ଦୂରତା ପର୍ଯ୍ୟନ୍ତ କିଛି ଦୃଶ୍ୟମାନ ହେଉନାହିଁ । କୁହୁଡ଼ି ଯୋଗୁ ଜନଜୀବନ ପ୍ରଭାବିତ ହୋଇଥିଲା। ଗାଡ଼ିମୋଟର ଚଳାଚଳରେ ସମସ୍ୟା ଦେଖା ଦେଇଥିଲା । ଲୋକମାନେ ଲାଇଟ୍ ଲଗାଇ ଯିବା ଆସିବା କରୁଥିଲେ। ବର୍ତ୍ତମାନ ରାଜ୍ୟକୁ ଉତ୍ତରା ପବନ ଆସୁ ନାହିଁ । ଫଳରେ ଶୀତର ପ୍ରକୋପ କମିବାରେ ଲାଗିଛି।
More Stories
ଲଗାଣ ବର୍ଷାରେ ଭାଙ୍ଗିଲା ୧୫ରୁ ଅଧିକ ଘର,କ୍ଷତିଗ୍ରସ୍ତ ପରିବାରଙ୍କୁ ରନ୍ଧାଖାଦ୍ୟ ବଣ୍ଟନ
ବହୁ ଚର୍ଚ୍ଚିତ ନଦୀରୁ ଇନ୍ଦୁପୁର ନଦୀ ପୋଲ୍ହ ରୁ ପେଲି ମାରିଦେବା ଘଟଣାରେ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ନିକିରାଇ ପୋଲିସ l