Headlines Odisha Tv

An Odia News Portal

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣ ଗ୍ରାଫ୍

Recovery and covid, pictured by word Recovery and viruses to symbolize that Recovery is related to coronavirus pandemic, 3d illustration

୭୨ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୩୭୫ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୬୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୫୯୪ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୨୨ ହଜାର ୫୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫ ହଜାର ୭୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧ ଲକ୍ଷ ୮ ହଜାର ୬୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି