Headlines Odisha Tv

An Odia News Portal

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ଜଣେ କରୋନା ପଜିଟିଭ୍

ଭୁବନେଶ୍ୱର ୨୩।୦୪ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ  ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୮୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ  ଜଣେ କ୍ୱାରେଣ୍ଟାଇନ୍‌ରୁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୭୧୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୧୬୧୪୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି । 

You may have missed

1 min read
1 min read