ଭୁବନେଶ୍ୱର : ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶ୍ୱବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହା ସହ ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରଭୁବନେଶ୍ୱ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶ୍ୱବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହା ସହ ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ଆଜି ବାତ୍ୟାର ଚିତ୍ର ସ୍ପଷ୍ଟ ହୋଇପାରେ । ଏହା କେତେ ଘନୀଭୂତ ହେବ, କେଉଁ ଦିଗରେ ଗତି କରିବ ଓ କେଉଁଠାରେ ସ୍ଥଳଭାଗ ଛୁଇଁବ ତାହା ସ୍ପଷ୍ଟ ହେବ ।
ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟିହେଲା ଲଘୁଚାପ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜିଠାରୁ ଦୁଗ୍ଧ ଦର ଲିଟର୍ପିଛା ୩ ଟଙ୍କା ବୃଦ୍ଧି କଲା ‘ଅମୂଲ’