ପଦ୍ମପୁର ୨୬।୦୯ : ସ୍କୁଲ ବସ୍ ଦୁର୍ଘଟଣା । ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ । ପନ୍ଦରରୁ ଅଧିକ ଛାତଛାତ୍ରୀ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ବରଗଡ଼ ଜିଲ୍ଲା ପଦ୍ମପୁର ସହରର ଜେନିଥ ଦ ଲାଇନ୍ସ ଗୁରୁକୁଳର ଛାତ୍ରଛାତ୍ରୀମାନେ ବସ୍ ଫେରୁଥିଲେ । ଠିକ୍ ଏହି ସମୟରେ ଝାଙ୍କରପାଲି ନିକଟରେ ବସ୍ଟି ଦୁର୍ଘଟଣାଗ୍ରସ୍ଥ ହୋଇଥିଲା । ଯାହାଫଳରେ ବସ୍ରେ ଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୫ରୁ ଅଧିକ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି ।
ସ୍କୁଲ ବସ୍ ଦୁର୍ଘଟଣା

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ