ନବ ଦାସଙ୍କ ବିୟୋଗ ପରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଦାୟିତ୍ୱ ତୁଲାଇବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ରାଜ୍ୟପାଳଙ୍କ ଅନୁମତି ପରେ ତାଙ୍କ ଏହି ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟପାଳଙ୍କ ଅନୁମତି ପରେ ତାଙ୍କ ଏହି ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିରଞ୍ଜନ ଅର୍ଥ ଓ ସଂସଦୀୟ ବ୍ୟାପାର ବିଭାଗ ସହ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ ।
ସ୍ୱାସ୍ଥ୍ୟ ମନ୍ତ୍ରୀ ଦାୟିତ୍ୱ ତୁଲାଇବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ